ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

ten − five =