om academy

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି । ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.