oum

ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.