om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.