ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

19 − thirteen =