pakka

ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

bbehera

ଢେଙ୍କାନାଳ, (ତାପସ ଦାସ) : ଆଜି ଢେଙ୍କାନାଳ ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଜାପନୀ ଉତ୍ସବରେ ଅଧ୍ୟକ୍ଷତା କରି ବିଦ୍ୟାଳୟର ଅଧ୍ୟକ୍ଷ ଡ଼ ରାମଚନ୍ଦ୍ର ମଲ୍ଲ ନାରୀମାନଙ୍କର ଆତ୍ମରକ୍ଷା ପାଇଁ ଏଭଳି ପ୍ରଶିକ୍ଷଣର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଛନ୍ତି । ଅଧ୍ୟାପିକା ପ୍ରଜ୍ଞା ପାରମିତା ମାଝୀ ଏହି ଶିବିରକୁ ପରିଚାଳନା କରିଥିଲେ । ଜୟନ୍ତୀ ବେହେରା ଓ ସ୍ୱାଗତିକା ସ୍ୱାଇଁ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ ।

jay balangir
Leave A Reply

Your email address will not be published.

20 + 1 =

error: Content is protected !!