
ଭୁବନେଶ୍ୱର, (କେପିଏନ୍ଏସ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ ୩୨ ଗୋଟି ପ୍ରସ୍ତାବ ଅନୁମୋଦିତ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସମ୍ବନ୍ଧୀତ ପ୍ରେସ୍ ବିବୃତି ଦେଖିବା ପାଇଁ ନିମ୍ନ ଲିଙ୍କ କ୍ଲିକ କରନ୍ତୁ :