centurian jitm

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ

nschool

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ଦିବସରେ ଡେଲାଙ୍ଗ ବ୍ଲକରେ ୨୪୭ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଗତକାଲି ୱାର୍ଡ ସଭ୍ୟ ୧୮୪, ସରପଞ୍ଚ ୪୧ ଓ ସମିତି ସଭ୍ୟ ପାଇଁ ୨୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.