
ବଲାଙ୍ଗିର, (କେପିଏନ୍ଏସ୍) : ପବିତ୍ର ବୁଦ୍ଧପୂର୍ଣ୍ଣିମା ତଥା ଗୁରୁପୂର୍ଣ୍ଣିମା ଅବସରରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ବ୍ରାହ୍ମଣପଡା ସ୍ଥିତ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଅର୍ଘ୍ୟ ପ୍ରଦାନ କରି ଭକ୍ତିପୂତ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଏଥିରେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ସମେତ ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ ଓ କାଉନସିଲର ନନ୍ଦିନୀ ପୋଢ ଉପସ୍ଥିତ ଥିଲେ ।