oum

୭୩ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୩ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାନ୍ୟବର ବାଚସ୍ପତି ଡଃ ସୂର୍ୟ୍ୟ ନାରାୟଣ ପାତ୍ର ଓଡିଶାର ଗୌରବମୟ ଇତିହାସ ଓ ଭୁବନେଶ୍ବରକୁ ରାଜଧାନୀ କରିବାର ପୃଷ୍ଠଭୂମି ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୩ ଜଣଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯାଇଥିଲା । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.