୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ସମାରୋହରେ ଓଡ଼ିଶାର ମାନ୍ୟବର ବାଚସ୍ପତି ରାଜଧାନୀ ଶିଳାନ୍ୟାସରେ ପୁଷ୍ପଗୁଚ୍ଛ ପ୍ରଦାନ କରିବା ସହ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ଅତିଥି ଯୋଗ ଦେଇଥିଲେ । ଏହି ଅବସରରେ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯାଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.