ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ । ପ୍ରଥମ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବେ ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଗତବର୍ଷ ପ୍ରଥମ ଭାରତୀୟ ଭାବେ ପାରା ଅଲମ୍ପିକ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ଜିତି ଚର୍ଚ୍ଚାକୁ ଆସିଥିଲେ ପ୍ରମୋଦ ଭଗତ । ୨୦୨୧ ଅକ୍ଟୋବରରେ ପ୍ରମୋଦଙ୍କୁ ମେଜର ଧ୍ୟାନ ଚାନ୍ଦ ଖେଳ ରତ୍ନ ମିଳିଥିଲା । ଏବେ ପ୍ରଥମ ପାରା ବ୍ୟାଡମିଣ୍ଟନ ଆଥଲେଟ୍ ଭାବେ ସେ ପଦ୍ମଶ୍ରୀ ସମ୍ମାନ ପାଇବେ ।

Leave A Reply

Your email address will not be published.