ଚଳିତ ବର୍ଷ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପାଇବେ ରାମଚନ୍ଦ୍ର ବେହେରା

ଭୁବନେଶ୍ଵର : ଚଳିତ ବର୍ଷ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପାଇବେ ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରା । ଏହି ଘୋଷଣା ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ବୈଠକରେ ଏହି ଘୋଷଣା ହୋଇଥିଲା ।

Leave A Reply

Your email address will not be published.