ସର୍ବୋତ୍ତମ ପୁରସ୍କାର ଗ୍ରହଣ କଲେ ବରଗଡ଼ ଜିଲ୍ଲାପାଳ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ନୂଆଦିଲ୍ଲୀରୁ ପ୍ରକାଶିତ ‘ଇଣ୍ଡିଆ ଟୁଡେ’ ପକ୍ଷରୁ ଆଜି ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବରଗଡ଼ ଜିଲ୍ଲାକୁ କୃଷି କ୍ଷେତ୍ରରେ ସର୍ବୋତ୍ତମ ଓ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କାର ପ୍ରଦାନ କରାଯାଇଥିଲା । ବରଗଡ଼ ଜିଲ୍ଲାପାଳ ମନୀଷା ବାନାର୍ଜୀ ଉକ୍ତ ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ ।

Leave A Reply

Your email address will not be published.