oum

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ଜଣେ ଗୁରୁତର

jsm

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା କୋଦଳା ରେଞ୍ଜର ବଙ୍ଗଳା ସାହିରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବାରୁ ଜଣଙ୍କର ମୃତ୍ୟୁ ହୋଇତିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତି ଜଣକ ହେଲେ କାଳୁ ଦାସ । ତେବେ ଗାଁରେ ଉତ୍ତେଜନା ଲାଗି ରହିଥିବା ବେଳେ ଉତ୍ତ୍ୟକ୍ତ ଲୋକ ୪ଟି ଘରେ ନିଆଁ ଲଗାଇ ଦେଇଛନ୍ତି । ଘଟଣାସ୍ଥଳରେ କୋଦଳା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବା ବେଳେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.