pakka

ଡେଙ୍ଗୁ ରୋଗରେ ଆକ୍ରାନ୍ତ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

bbehera

ନୂଆଦିଲ୍ଲୀ : ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ତେବେ ସେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁଧୁରୁଛି ବୋଲି ଏଆଇଏମ୍ଏସ୍ ଅଧିକାରୀମାନେ ଆଜି କହିଥିବା ବେଳେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଡାକ୍ତରଖାନାର କାର୍ଡିଓ-ନ୍ୟୁରୋ ସେଣ୍ଟରର ଏକ ଘରୋଇ ୱାର୍ଡରେ ଭର୍ତ୍ତି କରାଯାଇଛି ଏବଂ ଡ. ନୀତୀଶ ନାୟକଙ୍କ ନେତୃତ୍ୱରେ ହୃଦ୍‌ରୋଗ ବିଶେଷଜ୍ଞଙ୍କ ତତ୍ୱାବଧାନରେ ଅଛନ୍ତି ।

Leave A Reply

Your email address will not be published.

5 + two =