om academy

ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

jsm

ପୁରୀ : ଆଜି ପୁରୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରକୁ ଟାର୍ଗେଟ କରି କହିଛନ୍ତି ଯେ, ମହାପ୍ରଭୁ ଜଗନ୍ନାଥଙ୍କ କାମକୁ କେହି ଅଟକାଇ ପାରିବେନି । ତେଣୁ କେନ୍ଦ୍ର ସରକାର ବାଇ ଲ’ କୁ ଖୁବ୍ ଶୀଘ୍ର ପ୍ରତ୍ୟାହାର କରନ୍ତୁ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ପୁରୀ ଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା ।

Leave A Reply

Your email address will not be published.

four × 1 =