“ଓଡ଼ିଶାରେ ଗାନ୍ଧିଜୀ” ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “ଓଡ଼ିଶାରେ ଗାନ୍ଧିଜୀ” ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ । ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତ ସମ୍ପର୍କିତ ବହୁ ଉପାଦେୟ ତଥ୍ୟ ଏଥିରେ ସ୍ଥାନୀତ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!