ls

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

sb

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୪୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.