om academy

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

jsm

ଭୁବନେଶ୍ୱର : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରାଯାଥିବା ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଂ ପ୍ର. ଉମାବଲ୍ଲଭ ମହାପାତ୍ରଙ୍କୁ କୁଳପତି ଭାବେ ନିଯୁକ୍ତ କରାଯାଇଛି । ଅନ୍ୟପଟେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ମଧ୍ୟ କୁଳପତି ନିଯୁ‌କ୍ତ କରାଯାଇଛି । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ ପ୍ର. ସଞ୍ଜୟ ଶତପଥୀଙ୍କୁ କୁଳପତି ଭାବେ ଚୟନ କରାଯାଇଛି ।

Leave A Reply

Your email address will not be published.