jsm

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

csstore

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ କଂଗ୍ରେସ ତରଫରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୩୦ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ଲୋଇସିଂହା ବ୍ଳକ୍ କଂଗ୍ରେସ ସଭାପତି ଅରବିନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା, ସରୋଜ ବିଶ୍ୱାଳ, ନବକିଶୋର ନାଏକ, ଭାଗବତିଆ ଭୋଇଙ୍କ ସମେତ ବହୁ କଂଗ୍ରେସ କର୍ମୀ ଲୋଇସିଂହାର ବିଭିନ୍ନ ଅଂଚଳରେ ଲୋକଙ୍କୁ ମାକ୍ସ ବଣ୍ଟନ କରିବା ସହିତ କରୋନା ସଂକ୍ରମଣରୁ ଲୋକେ ନିଜକୁ କିପରି ସୁରକ୍ଷିତ ରଖିବେ ସେ ବିଷୟରେ ସଚେତନ ମଧ୍ୟ କରାଯାଇଥିଲା ।

yuvodaya
Leave A Reply

Your email address will not be published.