ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

ନୂଆଦିଲ୍ଲୀ, (ପିଆଇବି) : ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

‘‘ଓଡିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।’’

Leave A Reply

Your email address will not be published.