om academy

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୪୦ଜଣକୁ ବୃଦ୍ଧି ପାଇଛି । ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.