om academy

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

jsm

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.