om academy

ରାଜ୍ୟର ସରକାରୀ ଓ ବେସରକାରୀ ସ୍କୁଲରେ ୯ମ ଓ ୧୧ଶ ଶ୍ରେଣୀ ପାଠପଢା ୩୦ ଏପ୍ରିଲ ଯାଏଁ ବନ୍ଦ

jsm

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉ‌ଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନସ୍ଥ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ୯ମ ଓ ୧୧ଶ ଶ୍ରେଣୀ ପାଠପଢା ୩୦ ଏପ୍ରିଲ ଯାଏଁ ବନ୍ଦ ରହିବ । ଏହି ଶ୍ରେଣୀର ହଷ୍ଟେଲ ଅନ୍ତେବାସୀଙ୍କୁ ଘରକୁ ଫେରି ଯିବାକୁ ପରାମର୍ଶ ଦିଆଯାଇଛି । ତେବେ ମେଟ୍ରିକ ଓ ୧୨ଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ୨୫ ଏପ୍ରିଲ ପର୍ୟ୍ୟନ୍ତ ଜାରି ରହିବ । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

12 + 16 =