ରାଜ୍ୟରୁ ଅନ୍ୟ ରାଜ୍ୟକୁ ଗଡିବନି ବସ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଆସନ୍ତା ସୋମବାରଠାରୁ ରାଜ୍ୟରୁ ଅନ୍ୟ ରାଜ୍ୟକୁ ବସ ଚଳାଚଳ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ରାଜ୍ୟ ମଧ୍ୟରେ ଯେଉଁ ଯାତ୍ରୀବାହୀ ବସ୍ ଚଳାଚଳ କରୁଛି ସେଥିରେ ବସର ସିଟ୍‌ ସଂଖ୍ୟକ ଲୋକମାନେ ବସି ଯାତ୍ରା କରିପାରିବେ । କିନ୍ତୁ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ । ରାଜ୍ୟ ଭିତରେ ବା ବାହରୁ ପରିବହନ ଯାନ ଉପରେ କୌଣସି କଟକଣା ଲାଗୁ ହେବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.