ପବିତ୍ର ରାକ୍ଷୀ ପୂର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟବାସୀଙ୍କୁ ଅଭିନନ୍ଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ପରାମର୍ଶ ଦେବା ସହିତ ରକ୍ଷା ବନ୍ଧନ ପାଇଁ ନବୀନ ନିବାସକୁ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.