ସହିଦ ଦିବସ ଅବସରରେ କେଶରୀୟା ହିନ୍ଦୁ ବାହିନୀ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦ‌ତ୍ତ ରଥ) : ଆଜି ସହିଦ ଦିବସ ଅବସରରେ କେଶରୀୟା ହିନ୍ଦୁ ବାହିନୀ ସୁବର୍ଣ୍ଣପୁର ଜିଲ୍ଲା କମିଟି ତରଫରୁ ଜିଲ୍ଲା ସଭାପତି ବ୍ୟାସଦେବ ମିଶ୍ରଙ୍କ ନେତୃତ୍ୱରେ ସୁବର୍ଣ୍ଣପୁର ଜିଲ୍ଲା ଖାରି ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା କାର୍ୟ୍ୟକର୍ତ୍ତା ଏବଂ ବଲାଙ୍ଗୀର ଜିଲ୍ଲା କାର୍ୟ୍ୟକର୍ତ୍ତା ମାନେ ଉପସ୍ଥିତ ରହି କାର୍ୟ୍ୟକ୍ରମକୁ ସଫଳ କରିଥିଲେ । କାର୍ୟ୍ୟକ୍ରମରେ କେଶରୀୟା ହିନ୍ଦୁ ବାହିନୀ ପ୍ରଦେଶ ମହାମନ୍ତ୍ରୀ ସନ୍ତୋଷ କୁମାର ଭୋଳ ମଧ୍ୟ ଯୋଗଦାନ କରିଥିଲେ ।

Leave A Reply

Your email address will not be published.