om academy

ବିଜୁ ଯୁବ ଛାତ୍ରଙ୍କ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମ ଦିନକୁ ସ୍ମରଣୀୟ କରିବା ନିମନ୍ତେ ଆଜି ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବଲାଙ୍ଗିର ଟାଉନ ସୁଦପଡାର କଲ୍ୟାଣ ମଣ୍ଡପଠାରେ ଏକ ମେଗା ରକ୍ତଦାନ ଶିବିର ବିଜୁ ଯୁବ-ଛାତ୍ର ବିଜେଡ଼ି ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ପୌର ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା, ବିଜୁ ଯୁବ ଜନତା ଦଳ ସଭାପତି ରାଜେନ୍ଦ୍ର ହୋତା ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନକୁ ପାଳନ କରିବା ସହ ତାଙ୍କ ନିରାମୟ ଓ ଦୀର୍ଘାୟୁ ଜୀବନ କାମନା କରିଥିଲେ ।

Leave A Reply

Your email address will not be published.

14 + 9 =