pakka

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ମୋ ପରିବାର ପକ୍ଷରୁ ଆଜି ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରାଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ଓଡ଼ିଶା ମୋ ପରିବାରର ସଂଯୋଜକ ଗୌର ମିଶ୍ର ଉଦ୍‌ଘାଟନ କରିଥିଲେ । ଏଥିରେ ବହୁ ଯୁବ ରକ୍ତଦାତା ରକ୍ତଦାନ କରିଥିଲେ । ଉକ୍ତ ଶିବିରରୁ ୮୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

Leave A Reply

Your email address will not be published.

10 + 3 =