ଆଜି ଓଡ଼ିଶା ଆସିବେ ରାମାୟଣର ‘ରାମ’ ଅରୁଣ ଗୋଭିଲ୍

ଭୁବନେଶ୍ୱର : ନିର୍ବାଚନ ପ୍ରଚାରରେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ଟପ୍ ଲିଡର । ଆଜି ଓଡ଼ିଶାରେ ପ୍ରଚାର କରିବେ ରାମ । ବିଜେପି ନେତା ତଥା ରାମାୟଣ ସିରିଏଲର ରାମ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ୍ ବିଜେପି ନେତାଙ୍କ ପାଇଁ ଭୋଟ୍ ମାଗିବେ । ସେ ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ଯୋଗଦେବେ ।

Leave A Reply

Your email address will not be published.