jsm

ଖଲିଆପାଲି ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୫୦ ଲିଟର ଦେଶୀ ରନ୍ଧା ମଦ ଜବତ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ଜିଲ୍ଲାରେ ବଢି ଚାଲିଛି ବେଆଇନ ମଦ କାରାବାର । ଏହାକୁ ରୋକିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ମଧ୍ୟ ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗଠନ କରିଛି । ତେବେ ଏହି ସ୍କ୍ୱାର୍ଡ ଆଜି କୌଣସି ସୂତ୍ରରୁ ଖବର ପାଇ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଚଢାଉ କରି ୫୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହ ଗୋଟିଏ ବାଇକ ଜବତ କରାଯାଇଥିବା ବେଳେ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଜଣକ ଫେରାର୍‌ ହୋଇଥିବା ଜଣାପଡିଛି ।

yuvodaya
Leave A Reply

Your email address will not be published.