jayashree

ସହରାଞ୍ଚଳରେ କରାଯିବ ଏଟିଏମ୍‌ ମାଧ୍ୟମରେ ରାସନ ସାମଗ୍ରୀ ବାଣ୍ଟିବା ପାଇଁ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ଏଟିଏମ୍‌ ମାଧ୍ୟମରେ ରାସନ ସାମଗ୍ରୀ ବାଣ୍ଟିବା ପାଇଁ ବ୍ୟବସ୍ଥା କରାଯିବ । ଏହାଦ୍ୱାରା ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସ୍ୱଚ୍ଛତା ଆସିବା ସହ ହିତାଧିକାରୀଙ୍କୁ ସଠିକ୍ ପରିମାଣର ଖାଦ୍ୟ ଶସ୍ୟ ମିଳିପାରିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.