csstore

ରାସ୍ତା ଅବସ୍ଥା ଶୋଚନୀୟ : ମରାମତି ଦାବୀ

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗାଁ ଏକ ଉନ୍ନତି ମୂଳକ ଗାଁ ଅଟେ । ପିଡବ୍ଲୁଡିରୁ ଲର୍କି ଗାଁ ବସ୍ତି ଭିତରକୁ ଯିବାକୁ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବା ନେଇ ଗ୍ରାମର ଭଦ୍ର ବ୍ୟକ୍ତିମାନେ ଅନେକ ଥର ସରପଞ୍ଚ, ଜିଲ୍ଲା ପରିଷଦ, ଏମ୍ଏଲ୍ଏ, ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଜଣାଇଥିଲେ ସୁଦ୍ଧା ଏଯାଏଁ ରାସ୍ତା ନିର୍ମାଣ କାର୍ଯ୍ୟ ହୋଇନଥିବା ଅଭିଯୋଗ ହୋଇଛି । ଏଥିପ୍ରତି ବ୍ଲକ୍ ପ୍ରଶାସନ ଦୃଷ୍ଟି ଦେଇ ଉକ୍ତ ସମସ୍ୟାର ସମାଧାନ ନକଲେ ଆଗାମୀ ଦିନରେ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି ।

jayashree
Leave A Reply

Your email address will not be published.