ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି ।

Leave A Reply

Your email address will not be published.