oom

ବିଶ୍ୱ ବୈଷ୍ଣବ ସମ୍ମିଳନୀକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

jsmm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ପୁରୀ ଗସ୍ତରେ ଆସିଥିବା ବେଳେ ଆଜି ଗୌଡୀୟ ମିସନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ଵତୀ ଗୋସ୍ଵାମୀ ପ୍ରଭୁପାଦଙ୍କ ୧୫୦ ତମ ଆବିର୍ଭାବ ମହୋତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ମହୋତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ବିଶ୍ଵର ବିଭିନ୍ନ ପ୍ରାନ୍ତର ସାଧୁସନ୍ଥ ଏହି ସମ୍ମିଳନୀରେ ସାମିଲ ହୋଇଥିଲେ ।

jittmm
Leave A Reply

Your email address will not be published.