ls

ଆସନ୍ତା ୨୧ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

a12

ଭୁବନେଶ୍ୱର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ରାଷ୍ଟ୍ରପତି ୨୧ ତାରିଖ ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ । ଏହାପରେ ୨୨ ତାରିଖ ରେ ସେ କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏଥି ସହିତ କୋଣାର୍କ ଠାରେ ଭାରତୀୟ ତୈଳ ନିଗମ ‌ଦ୍ୱାରା ନିର୍ମିତ ବ୍ୟାଖ୍ୟାନମାଳା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଉରକେଲା ଏନଆଇଟିର ସମାବର୍ରତ୍ତନ ଉତ୍ସବରେ ଯୋଗଦେବେ ।

manabhanjan
Leave A Reply

Your email address will not be published.