ପୁରୀ ସଦର ବ୍ଲକ୍‌ରେ ଅହିଂସା ରଥର ବିଭିନ୍ନ ଶିକ୍ଷାନୁଷ୍ଠାନ ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ସଦର ବ୍ଲକ୍‌ରେ ଗତକାଲି ଅହିଂସା ରଥ ବିଭିନ୍ନ ଶିକ୍ଷାନୁଷ୍ଠାନ ଗସ୍ତ କରିଛି । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ପାରମ୍ପରିକ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ । ସେହିପରି ସ୍ଥାନୀୟ ଜନସାଧାରଣ ତ୍ରିରଙ୍ଗା ଶୋଭାଯାତ୍ରାରେ ରଥକୁ ସ୍ୱାଗତ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.