
ଭୁବନେଶ୍ୱର, (କେପିଏନ୍ଏସ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମତରେ ଦାରିଦ୍ର୍ୟ ଓ ସାମାଜିକ ଅବିଚାର ହେଉଛି ସବୁଠାରୁ ବଡ ଅହିଂସା । ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଅହିଂସା ରଥ ପରିକ୍ରମା ଅଭିଯାନ ନୂତନ ଜାଗରଣ ସୃଷ୍ଟି କରିବାରେ ସହାୟକ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।