om academy

ମାଲକାନଗିରି ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାଲକାନଗିରି ଜିଲ୍ଲାରେ ଗତକାଲି ପବିତ୍ର ଅହିଂସା ରଥ ପରିକ୍ରମା ଆରମ୍ଭ କରିଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରଥକୁ ସ୍ୱାଗତ କରି ଆୟୋଜିତ ହୋଇଥିଲା ବିଶାଳ ପଦଯାତ୍ରା । ଏଥିରେ ଛାତ୍ରଛାତ୍ରୀଙ୍କ ସମେତ ପ୍ରଶାସନିକ ଅଧିକାରୀ ଓ ଜନ ପ୍ରତିନିଧିମାନେ ଯୋଗ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.