ls

ଅହିଂସା ରଥ ସ୍ୱାଗତ ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନତା

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଖଇରା ବ୍ଲକ ଓ ଭୋଗରାଇ ବ୍ଲକରେ ଅହିଂସା ରଥ ସ୍ୱାଗତ ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନତା । ଏହି ଅବସରରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

pc pk
Leave A Reply

Your email address will not be published.