pakka

ରଥଯାତ୍ରା ୨୦୨୨ ନିମନ୍ତେ ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ମାର୍ଗଦର୍ଶିକା ଜାରି

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଥଯାତ୍ରା ୨୦୨୨ ନିମନ୍ତେ ନସାଧାରଣଙ୍କ ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ମାର୍ଗଦର୍ଶିକା ଜାରି କରିଛନ୍ତି । ଜ୍ୱର, ଥଣ୍ଡାକାଶ ଆଦି ହେଉଥିବା ବ୍ୟକ୍ତି ଆଦୌ ଜନଗହଳିକୁ ଯାଆନ୍ତୁ ନାହିଁ । ମାସ୍କ ପିନ୍ଧିବା, ହାତ ଭଲଭାବରେ ସାବୁନରେ ଧୋଇବା ଭଳି କୋଭିଡ୍ ନିୟମ ପାଳନ କରନ୍ତୁ । ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

18 − 15 =

error: Content is protected !!