ପୁରୀରେ ରଥକାଠ ଅନୁକୂଳ ଓଡିଶା By Koshala Prabaha On Friday 27th January 2023, 8:59 am Share ପୁରୀ : ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଯାଇଛି । ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି । ଏହି କାଠରେ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବଦଳନ ରଥର ଗୁଜ ଅନୁକୂଳ କରାଯିବ । puri news