
କଟକ : କଟକ ୪୨ ମୌଜା ବେଣ୍ଟକାର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ବାଲି ବୋଝେଇ ଟ୍ରାକ୍ଟର । ଟ୍ରାକ୍ଟର ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର । ମୃତକ ଜଣକ ଟ୍ରାକ୍ଟର ହେଲ୍ପର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।