csstore

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରୋଡ଼ ସୋ : ଶତାଧିକ କର୍ମୀ ସାମିଲ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଥମ ଥର ନିର୍ବାଚନ ଅନୁଷ୍ଠିତ ହେଉଛି । ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦରେ ୧୧ଟି ୱାର୍ଡ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଗତକାଲି ନିର୍ବାଚନ ପ୍ରଚାରର ଶେଷ ଦିନରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ବିଜୁ ଜନତା ଦଳର ସମସ୍ତ ପ୍ରାର୍ଥୀ ଏବଂ ଅଧ୍ୟକ୍ଷଙ୍କୁ ସାଙ୍ଗରେ ଧରି ବିରାଟ ରାଲିରେ ବିଭିନ୍ନ ୱାର୍ଡ ପରିକ୍ରମା କରିଥିଲେ । ଏଥିରେ ଶତାଧିକ କର୍ମୀ ସମର୍ଥକ ସାମିଲ ହୋଇ ଶକ୍ତି ପ୍ରଦର୍ଶନ କରିଥିଲେ ।

jayashree
Leave A Reply

Your email address will not be published.