pakka

ପିପିଲି ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

bbehera

ପିପିଲି, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପିପିଲିର ବିଧାୟକ ଭାବେ ରୁଦ୍ରପ୍ରତାପ ମହାରଥୀ ଶପଥ ଗ୍ରହଣ କରିଛନ୍ତି । ସେ ବାଚସ୍ପତିଙ୍କ ବିଧାନସଭା ପ୍ରକୋଷ୍ଠରେ ଏହି ଶପଥ ଗ୍ରହଣ କରିଛନ୍ତି । ତାଙ୍କୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଶପଥ କରାଇଥିଲେ । ଏନେଇ ଏକ ଟୁଇଟ କରି ବାଚସ୍ପତି କହିଛନ୍ତି ଯେ, ‘ଆଜି ବିଧି ବଦ୍ଧ ଭାବରେ ବିଧାନସଭାରେ ମୋ ଉପସ୍ଥିତିରେ ବିଧାୟକ ପଦ ଓ ଗୋପନୀୟତାର ଶପଥ ପାଠ ନେଲେ ଶ୍ରୀ ରୁଦ୍ରପ୍ରତାପ ମହାରଥୀ । ଶପଥ ପାଠ କରି ପିପିଲିର ଜନସାଧାରଣଙ୍କ ସୁଖ ଦୁଃଖରେ ସାମିଲ ହେବା ପାଇଁ ପ୍ରତିଶୃତି ନେଲେ । ନବ ନିର୍ବାଚିତ ବିଧାୟକ ଶ୍ରୀଯୁକ୍ତ ରୁଦ୍ରପ୍ରତାପ ମହାରଥୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ।’

jay balangir
Leave A Reply

Your email address will not be published.

five × 4 =

error: Content is protected !!