ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସାଧାରଣ ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିରେ ଓଡିଶା ବିଧାନସଭାର ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଯୋଗଦେବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.