csstore

ବ୍ଲକ କାର୍ଯ୍ୟାଳୟରେ ନୂତନ ସଭାଗୃହ ଉଦ୍‌ଘାଟିତ ହେଲା

କେନ୍ଦୁଝର : ଆଜି କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ସଭାଗୃହ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀ ପ୍ରିୟା ବେହେରା, ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଈଶ୍ୱର ଚନ୍ଦ୍ର ନାଏକ, ବ୍ଲକ ସହକାରୀ ଯନ୍ତ୍ରୀ ପୁରୁଷୋତ୍ତମ ସାହୁ ଯୋଗ ଦେଇ ନୂତନ ସଭାଗୃହକୁ ଫିତା କାଟି ଉଦଘାଟନ କରିଥିବା ବେଳେ ପାଟଣା ବ୍ଲକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସହିତ ୨୦ଟି ପଞ୍ଚାୟତର ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ, ସଭ୍ୟା ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.