pakka

ପିଟି ଉଷା ହେଲେ ଆଇଓଏର ପ୍ରଥମ ମହିଳା ସଭାପତି

bbehera

ନୂଆଦିଲ୍ଲୀ : ଆଥଲେଟ ପିଟି ଉଷା ପ୍ରଥମ ମହିଳା ଭାବେ ଭାରତୀୟ ଅଲିମ୍ପିକ ଆସୋସିଏଶନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଥିଲା । କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ବିଜୟ ନେଇ ଉଷାଙ୍କୁ ଅଭିନନ୍ଦନ ଜଣାଇଥିଲେ ।

jay balangir
Leave A Reply

Your email address will not be published.

2 × three =