ls

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେ

2020

ଭୁବନେଶ୍ୱର : ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି । ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡ୍‌ଗେ ମେ ୨୬, ୨୭ ଓ ୨୮ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦଳ ପାଇଁ ପ୍ରଚାର କରିବେ ବୋଲି ଅଜୟ କୁମାର କହିଛନ୍ତି ।

Leave A Reply

Your email address will not be published.